www.samajalive.in
Sunday, December 14, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୩ ଆହତ

ତିଗିରିଆ: ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ବୁଧବାର ବିନ୍ଧାଣିମା- ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ରାସ୍ତାରେ ଦୁଇଟି ମୋଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଧକ୍କାରେ ଗୁରୁତର ଆହତ ହୋଇଥିବା ଶୁଣ୍ଠିପାଳ ଗ୍ରାମର ମନୋଜ ସ୍ବାଇଁ ( ୫୩)ଙ୍କର ମୃତ୍ୟୁ ହୋଇଛି। କଟକ ସ୍ଥିତ ଏକ ଘରୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିବା ପରିବାର ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି।

ଗତକାଲିର ଏହି ଦୁର୍ଘଟଣାରେ ମନୋଜଙ୍କୁ ମିଶାଇ ୪ ଜଣ ଆହତ ହୋଇଥିଲେ। ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ବିନ୍ଧାଣିମା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରଯାଇଥିଲା। ମନୋଜଙ୍କ ଅବସ୍ଥା ସଙ୍କଟପନ୍ନ ଥିବାରୁ ତାଙ୍କୁ କଟକ ବଡ଼ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories