www.samajalive.in
Saturday, December 6, 2025
15.1 C
Bhubaneswar

ଅଭିନେତା ଟିକୁ ତଲସାନିୟାଙ୍କୁ ହୃଦଘାତ, ଡାକ୍ତରଖାନାରେ ଭର୍ତ୍ତି

ସମାଜ ଡିଜିଟାଲ ଡେସ୍କ: ବଲିଉଡର ଜଣାଶୁଣା ଅଭିନେତା ଟିକୁ ତଲସାନିୟା ହୃଦଘାତର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର ୭୦ ବର୍ଷୀୟ ଟିକୁଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଥିଲା। ତାଙ୍କୁ ତୁରନ୍ତ ପରିବାର ଲୋକେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଟିକୁ ବଲିଉଡ ଇଣ୍ଡଷ୍ଟ୍ରୀର ଜଣେ ବରିଷ୍ଠ କଳାକାର। ୧୯୫୪ ମସିହାରେ ତାଙ୍କର ଜନ୍ମ। ୧୯୮୪ରେ ଲୋକପ୍ରିୟ କାର୍ଯ୍ୟକ୍ରମ ‘ୟେ ଜୋ ହେ ଜିନ୍ଦଗୀ’ରୁ ସେ ତାଙ୍କ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୧୯୮୬ରେ ‘ପ୍ୟାର କେ ଦୋ ପଲ’ ଚଳଚ୍ଚିତ୍ରରୁ ସେ ବଲିଉଡରେ କ୍ୟାରିୟର ଆରମ୍ଭ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories