www.samajalive.in
Saturday, December 13, 2025
23.1 C
Bhubaneswar

ଚିନ୍ତାମୁକ୍ତ ଓ ସୁଖମୟ ଜୀବନ ପାଇଁ ଏସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ଆଜିକାଲି ବ୍ୟସ୍ତମୟ ଜୀବନ କେବଳ ଯେ ଆମକୁ ଚାପ ଗ୍ରସ୍ତ କରୁଛି ତା ନୁହେଁ, ଏଠି ପାଇଁ ଜୀବନରେ ଅଶାନ୍ତି ସୃଷ୍ଟି ହେବା ସହ ସୁଖମୟ ଜୀବନ ବଞ୍ଚିବା କଷ୍ଟକର ହୋଇପଡ଼ୁଛି। ତେବେ କେତୋଟି କଥା ପ୍ରତି ଧ୍ୟାନ ଦେଲେ ଆପଣ ଗୋଟିଏ ଶାନ୍ତିପୂର୍ଣ୍ଣ ସରଳ ଜୀବନ ଯାପନ କରିପାରିବେ। ଆସନ୍ତୁ ଜାଣିବା ଦୈନନ୍ଦିନ ଜୀବନରେ କେଉଁ ଦିଗ ପ୍ରତି ଧ୍ୟାନ ଦେଲେ ଏକ ଚିନ୍ତାମୁକ୍ତ ତଥା ସୁଖମୟ ଜୀବନ ଯାପନ କରି ପାରିବା-

– ଦୈନନ୍ଦିନ ବ୍ୟାୟାମ କରନ୍ତୁ। ଏହା ଦ୍ୱାରା ଟେନସନ ଅନେକାଂଶରେ ଦୂର ହୋଇଥାଏ।
– ପୁଷ୍ଟିକର ଖାଦ୍ୟ ଖାଆନ୍ତୁ। ଅଧିକ ମସଲାଯୁକ୍ତ ଖାଦ୍ୟଠାରୁ ଯେତେ ସମ୍ଭବ ଦୂରେଇ ରୁହନ୍ତୁ।
– ପ୍ରତିଦିନ ଅତିକମରେ ୬ରୁ ୭ ଘଣ୍ଟା ଶୁଅନ୍ତୁ।
-ପ୍ର ତିଦିନ କିଛି ସମୟ ଯୋଗ, ପ୍ରାଣାୟାମ ପାଇଁ ବାହାର କରନ୍ତୁ। ଏହା ଆପଣଙ୍କୁ ଅନେକାଂଶରେ ମାନସିକ ଶାନ୍ତି ପ୍ରଦାନ କରିବାରେ ସାହାଯ୍ୟ କରିଥାଏ।
– ଟେନସନର କାରଣ ଖୋଜି ବାହାର କରନ୍ତୁ। ଯେତେ ସମ୍ଭବ ଏହାକୁ ସମାଧାନ କରିବାକୁ ଚେଷ୍ଟା କରନ୍ତୁ।
– ଯଦି ଅଧିକାଂଶ ସମୟ ଚାପର ବଶବର୍ତ୍ତୀ ହେଉଛନ୍ତି ତେବେ ଯେତେ ସମ୍ଭବ ନିଜର ମାନସିକତାକୁ ସକରାତ୍ମକ ରଖିବାକୁ ଚେଷ୍ଟା କରନ୍ତୁ।
– ନିଜ ସାମର୍ଥ୍ୟ ଅନୁସାରେ ହିଁ କାମ କରନ୍ତୁ। ନିଜେ ତୁଲାଇପାରୁ ନ ଥିବା କାମକୁ ଆପଣେଇ ଟେନସନକୁ ଡାକି ଆଣନ୍ତୁ ନାହିଁ।
– କିଛି ସମୟ ଶାନ୍ତ ପରିବେଶରେ ନିଜକୁ ରଖନ୍ତୁ। ଏହାଦ୍ୱାରା ଆପଣଙ୍କୁ ମାନସିକ ଶାନ୍ତି ମିଳିବ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories