ତିରୁପତି ତିରୁମାଳା ମନ୍ଦିର ଭୋଗ ଲଡୁରେ ପଶୁ ଚର୍ବି, ମାଛ ତେଲ ମିଶିଥିବା ଅଭିଯୋଗ

ହାଇଦ୍ରାବାଦ : ପ୍ରସିଦ୍ଧ ତିରୁପତି ତିରୁମାଳା ମନ୍ଦିର ବର୍ତ୍ତମାନ ସମୟରେ ଚର୍ଚ୍ଚାରେ ରହିଛି । ବାଲାଜୀଙ୍କ ମନ୍ଦିରରେ ମିଳୁଥିବା ଲଡୁ ଭୋଗରେ ପଶୁ ଚର୍ବି ସହ ମାଛ ତେଲ ଆଦି ମିଶିଥିବା ନେଇ ଅଭିଯୋଗ ହୋଇଛି । ଜାତୀୟ ଡାଏରୀ ବିକାଶ ବୋର୍ଡ ଲଡୁରେ ଚର୍ବି ଥିବା ସ୍ପଷ୍ଟ କରିଛନ୍ତି । ରିପୋର୍ଟ ଅନୁଯାୟୀ, ତିରୁପତି ବାଲାଜୀରେ ଲଡୁ ଭୋଗ ପାଇଁ ମାଛ ତେଲ, ପଶୁ ଚର୍ବି ଆଦି ବ୍ୟବହୃତ ହେଉଛି । ଆଶ୍ଚର୍ଯ୍ୟ କଥା ହେଉଛି, … Continue reading ତିରୁପତି ତିରୁମାଳା ମନ୍ଦିର ଭୋଗ ଲଡୁରେ ପଶୁ ଚର୍ବି, ମାଛ ତେଲ ମିଶିଥିବା ଅଭିଯୋଗ