www.samajalive.in
Monday, December 8, 2025
27.1 C
Bhubaneswar

ତିରୁପତି ମନ୍ଦିରରେ ଦଳାଚକଟା, ୬ଜଣଙ୍କ ମୃତ୍ୟୁ

ତିରୁପତି: ତିରୁପତି ମନ୍ଦିରରେ ଦଳାଚକଟାରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଜି ତିରୁପତି ମନ୍ଦିରରେ ବୈକୁଣ୍ଠଦ୍ୱାର ଦର୍ଶନ ପାଇଁ ଟୋକନ ବଣ୍ଟନବେଳେ ଦଳାଚକଟା ହୋଇଥିଲା। ଦଳାଚକଟାରେ ବହୁ ଶ୍ରଦ୍ଧାଳୁ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ତିରୁପତି ମନ୍ଦିରରେ ୪ ହଜାରରୁ ଅଧିକ ଯାତ୍ରୀ ଉପସ୍ଥିତ ଥିଲେ।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories