www.samajalive.in
Monday, December 8, 2025
27.1 C
Bhubaneswar

ଭୋଟ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼: ପୌର ନିର୍ବାଚନ ପାଇଁ ଟିଟିଲାଗଡ଼ ସହରରେ ଆଜି ସକାଳୁ ବିଭିନ୍ନ ବୁଥରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ପୌରାଞ୍ଚଳର ୧୫ଟି ୱାର୍ଡରେ ଭୋଟ ଗ୍ରହଣ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ୨୮ଟି ବୁଥର ବ୍ୟବସ୍ଥା ହୋଇଛି । ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ସୁଶାନ୍ତ ସିଂ, ଟିଟିଲାଗଡ଼ ଉପଜିଲ୍ଲାପାଳ ମନୋଜ ସତ୍ୟାୱାନ ମହାଜନ, ନିର୍ବାଚନ ଅଧିକାରୀ ତଥା ବଲାଙ୍ଗୀର ଜିଲା ନଗର ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ସୁଦର୍ଶନ ସାଏ, ଏସଡିପିଓ  ସୁରେନ୍ଦ୍ରନାଥ ଶତପଥୀଙ୍କ ତତ୍ୱାବଧାନଏ ଅବାଧ ନିର୍ବାଚନ ସୁନିଶ୍ଚିତ କରାଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ନିଜ ଵାସ ଭବନରୁ ଚାଲି ଚାଲି ଆସି ପୌର ପରିଷଦର ୧୦ନମ୍ବର  ୱାର୍ଡର ବାଳିକା ଉଚ୍ଚ ବିଦ୍ୟାଳୟର ଭୋଟ ଗ୍ରହଣ କେନ୍ଦ୍ରରେ ଅନ୍ୟ ମହିଳା ମାନଙ୍କ ସହ ଧାଡିରେ ଛିଡା ହୋଇ ନିଜ ମତ ସାବ୍ୟସ୍ତ କରିଛନ୍ତି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories