www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲି ପହଞ୍ଚିବେ ପ୍ରବାସୀ ଶ୍ରମିକ : ଟିଟିଲାଗଡ଼ ରେଳ ଷ୍ଟେସନରେ ବ୍ୟାପକ ପ୍ରସ୍ତୁତି

ଟିଟିଲାଗଡଡ: ବଲାଙ୍ଗୀର ଜିଲା ଟିଟିଲାଗଡ ରେଳ ଷ୍ଟେସନରେ ରାଜ୍ୟ ବାହାରରୁ ଆସୁଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମନେ ଟ୍ରେନରୁ ଓହ୍ଲାଇବା ପରେ ବିଭିନ୍ନ ଜିଲାକୁ ଵସ ଯୋଗେ ପଠାଇବା ପାଇଁ ବ୍ୟବସ୍ଥା କରାଯାଇଛି।

ସୂଚନା ଅନୁଯାୟୀ, ଆସନ୍ତା କାଲି ୨ଟି ଟ୍ରେନ୍ ଯୋଗେ ପ୍ରବାସୀ ଶ୍ରମିକମାନେ ଟିଟିଲାଗଡ ରେଳ ଷ୍ଟେସନରେ ପହଞ୍ଚିବେ। ହେଲେ ରେଳ ଷ୍ଟେସନରେ ହଜାର ହଜାର ଶ୍ରମିକ ଓହ୍ଲାଇବା ନିଷ୍ପତ୍ତିକୁ ସହରବାସୀ ବିରୋଧ କରିଛନ୍ତି। ଏହାକୁ ନଜରରେ ରଖି ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସପି ସନ୍ଦୀପ ସମ୍ପଦଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ମଧ୍ୟ ଏହାକୁ ଟିଟିଲାଗଡ ଵାର ସଂଘ ସଭାପତି ପ୍ରଭାସ ବହିଦାରଙ୍କ ନେତୃତ୍ୱରେ ଆଇନଜୀବୀ ତଥା ସହରବାସୀ ଏହାକୁ ପ୍ରତିବାଦ କରିଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories