www.samajalive.in
Sunday, December 14, 2025
23.1 C
Bhubaneswar

ଗଛରେ ବାଡ଼େଇ ହେଲା ବାଇକ, ଯୁବକ ମୃତ

ଟିଟିଲାଗଡ଼: ଟିଟିଲାଗଡ଼ ବଲାଙ୍ଗୀର ରାସ୍ତାର ଟିଟିଲାଗଡ଼ ମହିଳା ମହାବିଦ୍ୟାଳୟ ନିକଟରେ ଆଜି ସନ୍ଧ୍ୟାରେ ଏକ ବାଇକ ଗଛରେ ଧକ୍କା ହୋଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଟିଟିଲାଗଡ଼ ଥାନା ଗୁଞ୍ଚିତରା ଗ୍ରାମର ଭାସ୍କର ଘିବେଲାଙ୍କ ପୁଅ ନରିନ ଘିବେଲା ବୋଲି ଜଣାପଡିଛି। ଧକ୍କା ଏତେ ଜୋର ଥିଲା ଯେ ଆଗ ପଟ ସମ୍ପୂର୍ଣ୍ଣ ଚୁରମାର ସହ ଟାୟାର ବାହାରି ପଡ଼ିଥିବା ଦେଖାଯାଇଛି। ତାଙ୍କୁ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତି କରାଯାଇଥୁବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପକ୍ଷରୁ ମୃତଦେହ ଜବତ ସହ ଡାକ୍ତରଖାନାରେ ସଂରକ୍ଷିତ ରଖାଯାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories