www.samajalive.in
Saturday, December 13, 2025
21.1 C
Bhubaneswar

୨ ବାଇକ୍‌ ମୁହାଁମୁହିଁ ଧକ୍କା ; ୨ ଜଣଙ୍କ ମୃତ୍ୟୁ

ଟିଟିଲାଗଡ : ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି । ତୁଷୁରା ଥାନା ମାଧିଆପାଲି ଗାଁ ନିକଟରେ ଶୁକ୍ରବାର ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆଉ ୨ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ମଧ୍ୟ ଜବତ କରିଛି।

ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ହାଣିଲେ ଦୁର୍ବୃତ୍ତ

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories