ମଧ୍ୟାହ୍ନ ଭୋଜନ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ
ଟିଟିଲାଗଡ଼ : ମଧ୍ୟାହ୍ନ ଭୋଜନ ଖାଇ ଶନିବାର ୧୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଡେଙ୍ଗପଦର ଉପ୍ରା ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ସେମାନଙ୍କୁ ମେଡିକାଲରେ ଚିକିତ୍ସା କରାଯାଉଛି। ମଧ୍ୟାହ୍ନ ଭୋଜନ ରୋଷେଇ ପ୍ରସ୍ତୁତ ବେଳେ ହଳଦୀ ବଦଳରେ ସର୍ଫ ପକାଯାଇଥିବାରୁ ଏଭଳି ଅଘଟଣ ଘଟିଛି ବୋଲି ଅଭିଯୋଗ ହୋଇଛି।
ନୂଆବର୍ଷ ୨୦୨୫ : ଶନି କରିବେ ଓଲଟା ଚଳନ, ଏହି ରାଶି ହେବେ ମାଲାମାଲ୍, ମିଳିବ ସରକାରୀ ଚାକିରି..
Comments are closed.