www.samajalive.in
Saturday, December 6, 2025
14.1 C
Bhubaneswar

ମଧ୍ୟାହ୍ନ ଭୋଜନରେ ଝିଟିପିଟି, ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ଼: ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳୀଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଶନିବାର ଝିଟିପିଟି ପଡିଥିବା ଜଣାପଡିଛି। ଖାଦ୍ୟ ଖାଇବା ପରେ କିଛି ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିବା ଘଟଣା ସମ୍ପର୍କରେ ଜାଣି ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ନେଇ କିଛି ଅଭିଭାବକ ସେମାନଙ୍କ ପୁଅଝିଅଙ୍କୁ ବାଇକରେ ଟିଟିଲାଗଡ଼ ଡାକ୍ତରଖାନାକୁ ଆଣିଥିବା ଜଣାପଡିଛି। ଶେଷ ଖବର ସୁଦ୍ଧା ଏକ ଡାକ୍ତରୀ ଦଳ ବିଦ୍ୟାଳୟକୁ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ଘଟଣା ନେଇ ଗ୍ରାମବାସୀଙ୍କ ମଧ୍ୟରେ ପ୍ରକାର ଏକ କୋକୁଆଭୟ ସୃଷ୍ଟି କରିଛି।

୧୨ ଅଗଷ୍ଟକୁ ଅପେକ୍ଷା କରନ୍ତୁ ଏହି ୫ ରାଶି.. ଗଜଲକ୍ଷ୍ମୀ ରାଜଯୋଗ କରିବ ମାଲାମାଲ୍‌, ହଠାତ୍‌ ମିଳିବ ଧନ,ବଡ ସଫଳତା..

ଶନିବାର ସେବନ କଲେ ଏହି ଜିନିଷ: ଦୂର ହୁଏ ଶନିଦୋଷ, ମିଳେ ବିଶେଷ କୃପା, ଶରୀର ରହେ ସୁସ୍ଥ, ଦୂର ହୁଏ ଚିନ୍ତା..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories