www.samajalive.in
Friday, December 5, 2025
20.1 C
Bhubaneswar

ସଡ଼କ ଦୁର୍ଘଟଣାରେ ନାବାଳକ ମୃତ

ଟିଟିଲାଗଡ଼ : ଟିଟିଲାଗଡ଼ ବ୍ଳକ ତଥା ସିନ୍ଧେକେଲା ଥାନା ଅନ୍ତର୍ଗତ ତୁରୁକଭଟା ନିକଟରେ ଖରିଆର ଭାବାନୀପାଟଣା ରାସ୍ତାରେ ବାଇକ ଏବଂ ଏକ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ବାଇକ ଏବଂ ଏକ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ନାଵାଲକଙ୍କ ମୃତ୍ୟୁ ଘଟିଛି । ନାବାଲାକ କଳାହାଣ୍ଡି ଜିଲା କଣ୍ଟାମାଲ ଗ୍ରାମର ନିତ୍ୟା ସାହୁଙ୍କ ପୁଅ କୃପା ସାହୁ (୧୨) ବୋଲି ଜଣାପଡିଛି । ଖବର ପାଇ ସିନ୍ଧେକେଲା ଥାନା ଅଧିକାରୀ ପଞ୍ଚାନନ ନାୟକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories