www.samajalive.in
Monday, December 8, 2025
27.1 C
Bhubaneswar

ପିକଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ- ୩୦ ଆହତ

ଟିଟିଲାଗଡ଼- ଟିଟିଲାଗଡ଼ ଥାନା କତକେଳା ଠାରେ ଏକ ପିକଅପ ଦୁର୍ଘଟଣାରେ ୧୮ ଜଣ ଗୁରୁତର ହୋଇଛନ୍ତି । ମୁରିବାହାଲ ବ୍ଲକ ଅନ୍ତର୍ଗତ ହଳଦୀ ଗ୍ରାମର ଜଗଦିଶ ସିଂ ଭୋଇଙ୍କ ପରିବାର ସଦସ୍ୟ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଗୁରୁଜୀମୁଣ୍ଡାକୁ ଭୋଜି କରିବା ପାଇଁ ସକାଳୁ ବାହାରିଥିଲେ । ସେମାନଙ୍କୁ ନେଇ ଯାଉଥିବା ପିକଅପଟି କତରକେଲା ଗ୍ରାମ ନିକଟ ଏକ ବୁଲାଣିରେ ଓଲଟି ପଡିଥିଲା

ଖବର ପାଇ ଟିଟିଲାଗଡ ଉପଖଣ୍ଡ ଡାକ୍ତରଖାନାରୁ ଆମ୍ବୁଲାନ୍ସ ଯାଇ ସେମାନଙ୍କୁ ଆଣି ଭର୍ତି କରାଯାଇଛି । ଉପଖଣ୍ଡ ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ ନାୟକ ଉପସ୍ଥିତ ରହି ଆହତଙ୍କ ଚିକିତ୍ସା ଜାରି ରହିଛି ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories