www.samajalive.in
Monday, December 8, 2025
27.1 C
Bhubaneswar

ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଟିଟିଲାଗଡ଼ରେ କଂଗ୍ରେସ ପକ୍ଷରୁ ହରତାଳ

ଟିଟିଲାଗଡ଼  : ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଟିଟିଲାଗଡ଼ କଂଗ୍ରେସ ପକ୍ଷରୁ ଆଜି ହରତାଳ ପାଳନ କରାଯାଇଛି । ବ୍ଳକ କଂଗ୍ରେସ ସଭାପତି ବିକାଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଶତାଧିକ ବାଇକ ଶୋଭାଯାତ୍ରାରେ ଦଳୀୟ କର୍ମୀ ସହର ପରିକ୍ରମା କରିଥିଲେ। ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂଭୋଇ ଏହି ଅବସରରେ ଯୋଗଦେଇ  ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସରକାରରୁ ବରଖାସ୍ତ ଏବଂ ଗିରଫ କରିବାକୁ ଦାବି କରିଛନ୍ତି। ପରେ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ କୁଶ ପୁତ୍ତଳିକା ଦାହ କରିଥିଲେ। ଦଳ ପକ୍ଷରୁ ବରିଷ୍ଠ ନେତା ଝସକେତନ ଛତର, ତୁଳସୀ ସାହୁ, କୃଷ୍ଣ ସରାଫ, କିଷାନ ନାଗ, ଉମେଶ ପଣ୍ଡା, ଦେବସିଂ ମାଝୀ, ଦେବାନନ୍ଦ ସାହୁ, ଜ୍ଞାନ ରଞ୍ଜନ ସରାଫ ପ୍ରମୁଖ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories