ଟିଟଲାଗଡ : ଟିଟଲାଗଡ଼କୁ ଜିଲା ମାନ୍ୟତା ଦାବିରେ ଚାଲିଥିବା ଆନ୍ଦୋଳନ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ସହରର ଅନ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଜିଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଧାରଣା ଜାରି ରହିଛିି। ଏହି ଦାବିକୁ କଣ୍ଟାବାଞ୍ଜି ବିଧାୟକ ଆୟୁବ ଖାନ୍ ସମର୍ଥନ କରିଥିବା ଜଣାଯାଇଛି।
Popular Categories



