www.samajalive.in
Saturday, December 6, 2025
14.1 C
Bhubaneswar

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ

ଟିଟଲାଗଡ : ଗୋଳାବାରୁଦ କାରଖାନାରେ ବିସ୍ଫୋରଣ। ଟିଟଲାଗଡ ଜିଲ୍ଲା ସଇଁତଳା ବଡମାଳ ୟୁନିଟ୍ ୬ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବିସ୍ଫୋରଣରେ ଡିବିଡବ୍ଲୁ କର୍ମଚାରୀ ଶିବ ଶଙ୍କର ଭୋଇ ଗୁରୁତର ହୋଇଥିବା ସୂଚନା ମିଳିଛି। ତାଙ୍କୁ ତୁରନ୍ତ ଉଦ୍ଧାର କରି ରାଉରକେଲା ଆଇଜିଏଚ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବିସ୍ଫୋରକ ବାରୁଦ ପ୍ରସ୍ତୁତି ବେଳେ ବିସ୍ଫୋରଣ ଘଟିଥିବା ଜଣାପଡିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories