www.samajalive.in
Friday, December 12, 2025
14.1 C
Bhubaneswar

ରେଳ ଧାରଣାରେ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ

ଟିଟିଲାଗଡ଼: ଟିଟିଲାଗଡ଼ କେସିଙ୍ଗା ରେଳରାସ୍ତାର କୁମୁଡିପଦର ଠାରେ ଅଭାବନୀୟ ଘଟଣା ଘଟିଛି। ରେଳ ଧାରଣାରୁ ଜଣେ ମହିଳାଙ୍କର ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି।  ମୃତ ମହିଳାଙ୍କ ମୁଣ୍ଡ ଅଲଗା ହୋଇ ରେଳ ଧାରଣାରେ ପଡି ରହିଥିବା ଦେଖିବାକୁ ମିଳିଛି। ଖବର ପାଇ ଟିଟିଲାଗଡ଼ ଜିଆରପି ଘଟଣା ସ୍ଥଳରେ ପହଞ୍ଚିଛନ୍ତି।  ସେପଟେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ମହିଳାଙ୍କ ବୟସ ୩୫ରୁ ୪୦ ବର୍ଷ ହୋଇଥିବା ଅନୁମାନ କରାଯାଉଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories