www.samajalive.in
Saturday, December 6, 2025
16.1 C
Bhubaneswar

ଜିଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼ : ବଲାଙ୍ଗୀର ଜିଲା ଅନ୍ତର୍ଗତ ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବରେ ସମସ୍ତ ଦୋକାନ-ବଜାର, ସ୍କୁଲ-କଲେଜ, ବ୍ୟାଙ୍କ ପ୍ରତିଷ୍ଠାନ ଯାନବାହାନ ଚଳାଚଳ ବନ୍ଦ ରହିଛି। ଜିଲା ଦାବି ଆନ୍ଦୋଳନ ନେଇ ଦୀର୍ଘ ୯୭ ଦିନ ହେଲା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories