www.samajalive.in
Saturday, December 6, 2025
26.1 C
Bhubaneswar

ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମହିଳା ଗୁରୁତର

ଟିଟିଲାଗଡ଼: ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଦିଗସିରା ଗ୍ରାମରେ ଶୁକ୍ରବାର ସକାଳୁ ଜାଳେଣୀ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଜଣେ ମହିଳା ପୋଡ଼ି ହୋଇ ଗୁରୁତର ଆହତ ହୋଇଛନ୍ତି। ମହିଳା ଜଣକ ଗ୍ରାମର ଲଳିତ ମାଝୀଙ୍କ ପତ୍ନୀ ଲକ୍ଷ୍ମୀ ମାଝୀ(୩୨) ବୋଲି ଜଣାପଡ଼ିଛି। ବିସ୍ଫୋରଣରେ ମାଟି ଛପର ଘରେ ଥିବା ସମସ୍ତ ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇଯାଇଛି। ମହିଳାଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories