www.samajalive.in
Sunday, December 7, 2025
16.1 C
Bhubaneswar

ବଧୂହତ୍ୟା ଅଭିଯୋଗ

ଟିଟିଲାଗଡ଼: ଟିଟିଲାଗଡ଼ ଥାନା ଅନ୍ତର୍ଗତ ଗନ୍ଧରଗଲା ଗ୍ରାମରେ ବଧୂ ହତ୍ୟା ଅଭିଯୋଗ ହୋଇଛି। ଧୀରାବତୀ ମାଝୀ(୨୫)ଙ୍କୁ ଶ୍ୱଶୂରଘର ଲୋକ ଏବଂ ସ୍ୱାମୀ ତୁଳସୀରାମ ମାଝୀ ହତ୍ୟା କରିଥିବା ବଧୂର ବାପଘର ଲୋକେ ଅଭିଯୋଗ କରିଛନ୍ତି। ବିବାହକୁ ମାତ୍ର ୩ ବର୍ଷ ହେଇଥିବାବେଳେ କୌଣସି ସନ୍ତାନ ନଥିବା ନେଇ ଝିଅକୁ ବିଭିନ୍ନ ପ୍ରକାର ନିର୍ଯାତନା ଦେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣା ସ୍ଥଳରେ ବଲାଙ୍ଗୀରରୁ ସାଇଣ୍ଟିଫିକ୍ ଟିମ୍, ଭାରପ୍ରାପ୍ତ ମାଜିଷ୍ଟ୍ରେଟ ସନ୍ଦୀପ ଚନ୍ଦ୍ରକାର, ଟିଟିଲାଗଡ଼ ଏସଡିପିଓ ଯଶୋବନ୍ତ ପ୍ରଧାନୀ, ଥାନା ଆଇଆଇସି କଲ୍ୟାଣୀ ବେହେରା ପହଞ୍ଚି ତଦନ୍ତ ଚଳାଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories