www.samajalive.in
Sunday, December 7, 2025
26.1 C
Bhubaneswar

ଭୋଟ ଦେବାକୁ ଆସି ମହିଳାଙ୍କ ମୃତ୍ୟୁ

ଟିଟିଲାଗଡ଼: ପଞ୍ଚାୟତ ନିର୍ବାଚନ ପାଇଁ ମତଦାନର ଆଜି ଅନ୍ତିମ ପର୍ଯ୍ୟାୟରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ଟିଟିଲାଗଡ଼ ଏବଂ ସଇଁତଲାରେ ମତଦାନ ହେଉଛି। ଇତି ମଧ୍ୟରେ ସଇଁତଲା ବ୍ଲକ କେରମେଲୀ ପଞ୍ଚାୟତ ଅନ୍ତର୍ଗତ ଲାଚୁଟ, ବନାରସ ବୁଥକୁ ଭୋଟ ଦେବାକୁ ଆସିଥିବା ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗୋଲାପୀ ମହାକୁର(୪୨) ବୋଲି ଜଣାପଡିଛି। ଭୋଟ କେନ୍ଦ୍ରରେ ଲାଇନରେ ଥିବା ବେଳେ ସେ ଅଚାନକ ତଳେ ପଡ଼ି ଯାଇଥିବା ବେଳେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories