www.samajalive.in
Monday, December 15, 2025
26.1 C
Bhubaneswar

ଲୋକସଭା ନିର୍ବାଚନ ଲଢିବେ ରଚନା ବାନାର୍ଜୀ

ସମାଜ ଡିଜିଟାଲ ଡେସ୍କ: ତୃଣମୂଳ କଂଗ୍ରେସ ୪୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଟିଏମସି ହୁଗୁଳି ଲୋକସଭା ଆସନରୁ ଅଭିନେତ୍ରୀ ରଚନା ବାନାର୍ଜୀଙ୍କୁ ଟିକେଟ ଦେଇଛି। ରଚନା ବିଜେପି ସାଂସଦ ତଥା ଅଭିନେତ୍ରୀ ଲକେଟ୍‌‌ ଚାଟାର୍ଜୀଙ୍କ ବିପକ୍ଷରେ ହୁଗୁଳି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବଙ୍ଗଳା ଫିଲ୍ମ ଇଣ୍ଡଷ୍ଟ୍ରୀରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ରଚନା। ସେ ଅନେକ ଓଡ଼ିଆ ଫିଲ୍ମରେ ମଧ୍ୟ କାମ କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories