www.samajalive.in
Saturday, December 6, 2025
17.1 C
Bhubaneswar

ଆଜି ବି ସରଗରମ ହେବ ବିଧାନସଭା

ଭୁବନେଶ୍ଵର : ଆଜି ବି ସରଗରମ ରହିବ ବିଧାନସଭା। ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ , ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ , କର୍ମଚାରୀ ରାଜ୍ୟ ବୀମା ବିଭାଗ ର ପ୍ରଶ୍ନକାଳ ରହିଛି। ସେହିପରି ବିରୋଧୀ ଓ ଶାସକ ଦଳ ଆଜି ଶୂନ୍ୟକାଳରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ। ପୋଲାଭରମ୍ , ଦରଦାମ୍ ବୃଦ୍ଧି ସହ ମହିଳାଙ୍କୁ ରାଜ୍ୟସରକାର ଅଣଦେଖା ପ୍ରସଙ୍ଗ ମଧ୍ୟ ଉଠିବ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories