www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ପୁଣି ସରଗରମ ହେବ ବିଧାନସଭା

ଭୁବନେଶ୍ଵର: ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ଜଙ୍ଗଲ ପରିବେଶ, ଗ୍ରାମ୍ୟ ଉନ୍ନୟନ , ପଞ୍ଚାୟତିରାଜ ଓ ପାନୀୟ ଜଳ ଆଦି ବିଭାଗ ସହ ଅନ୍ୟ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି। ତେବେ  ଶୂନ୍ୟକାଳରେ ଉଠିପାରେ ସୁଭଦ୍ରା ଗାଇଡ୍ ଲାଇନ୍ ପ୍ରସଙ୍ଗ। ସେପଟେ ମହିଳା ଓ ଶିଶୁ ବିକାଶ , ମିଶନ ଶକ୍ତି, ପର୍ଯ୍ୟଟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି। ସେପଟେ ଆଜି ଆଲୋଚନା ପାଇଁ ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବା ନେଇ ସୂଚନା ରହିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories