www.samajalive.in
Saturday, December 6, 2025
19.1 C
Bhubaneswar

ବିଧାନସଭା ଅଧିବେଶନର ଅଷ୍ଟମ ଦିନ

ଭୁବନେଶ୍ଵର: ଆଜି ହେଉଛି ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ। ଗୃହରେ ଜଳସମ୍ପଦ, ରାଜସ୍ଵ , ବିପର୍ଯ୍ୟୟ ପରିଚାଳନା, ଇସ୍ପାତ୍ ଓ ଖଣି ଯୋଜନା ଓ ସଂଯୋଜନା , ବାଣିଜ୍ୟ, ସୂଚନା ଓ ଲୋକ ସମ୍ପର୍କ ଏବଂ ପରିବହନ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ମଧ୍ୟ ଆସିବ। ସେହିପରି ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories