www.samajalive.in
Saturday, December 13, 2025
26.1 C
Bhubaneswar

ସୁଭଦ୍ରା ଯୋଜନା ତାତି: ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ହୋହାଲ୍ଲା, ଦିନ ୧ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ସୁଭଦ୍ରା ଯୋଜନାକୁ ନେଇ ବିଧାନସଭାରେ ବିଜେଡି ସଦସ୍ୟଙ୍କ ହୋହାଲ୍ଲା। ଗୃହ ବାରମ୍ବାର ମୁଲତବୀ। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇନଥିବା ଅଭିଯୋଗ ହୋଇଛି। ବାଚସ୍ପତିଙ୍କ ପୋଡିୟମ୍ ନିକଟରେ ବିଜେଡି ସଦସ୍ୟମାନେ ହୋହାଲ୍ଲା କରିଥିଲେ। ଏପରିକି କଂଗ୍ରେସ ସଦସ୍ୟମାନେ ମଧ୍ୟ ସମାନ ଦାବି ନେଇ ହୋହାଲ୍ଲା କରିବାରୁ ବାଚସ୍ପତି ପ୍ରଥମେ ଗୃହକୁ ୧୧ଟା ୩୦ ପରେ ୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories