www.samajalive.in
Monday, December 15, 2025
14.1 C
Bhubaneswar

ସରଗରମ ହେବ ବିଧାନସଭା: ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍

ଭୁବନେଶ୍ଵର: ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍। ସବୁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବା ପରେ ବ୍ୟୟ ମଞ୍ଜୁରୀ ବିଲ୍‌ କୁ ଗୃହରେ ପାରିତ କରାଯିବ। ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ ଓ ଶ୍ରମ ,  କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି। ଶୂନ୍ୟକାଳରେ ଚିକିଟି ମଦ ମୃତ୍ୟୁ , ଢେଙ୍ଗାନାଳ ଗଣ ଦୁଷ୍କର୍ମ , ସୁଭଦ୍ରା ଆଇନ୍ ଶୃଙ୍ଖଳା, ରେଭେନ୍ସା ନାମ ପରିବର୍ତ୍ତନ ପ୍ରସ୍ତାବ, ଖଣିଜ ସମ୍ପଦର କୁବିନିଯୋଗ ଆଦି ପ୍ରସଙ୍ଗକୁ ଉଠାଇ ସରକାରଙ୍କୁ ଘେରିବେ ବିରୋଧୀ । ସେହିପରି ବ୍ୟୟ ମଞ୍ଜୁରୀ ଆଲୋଚନା ସମୟରେ ୩ ମାସର ମୋହନ ସରକାର ପ୍ରତିଶ୍ରୁତି ଦେଇ କିପରି ରାଜ୍ୟବାସୀଙ୍କୁ କିପରି ପ୍ରତାରିତ କରିଛନ୍ତି, ସେ ପ୍ରସଙ୍ଗ ଉଠାଇବେ ବିରୋଧୀ ବିଜେଡି ଓ କଂଗ୍ରେସ । ଶାସକ ଦଳ ମଧ୍ୟ ୩ ମାସର ସରକାରଙ୍କ ସଫଳତାର କଥାକୁ ଗୃହରେ ଉଠାଇବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories