www.samajalive.in
Saturday, December 6, 2025
15.1 C
Bhubaneswar

ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, ଚାଲିପାରିଲାନି ଗୃହ: ୧୨ ଯାଏଁ ମୁଲତବୀ

ଭୁବନେଶ୍ଵର : ବଜେଟ୍ ଅଧିବେଶନର ଆଜି ତୃତୀୟ ଦିନ । ପ୍ରଶ୍ନକାଳ ସ୍ଵାଭାବିକ ଭାବେ ଚାଲିବ କି ନୁହେଁ ତାକୁ ନେଇ ଆଶଙ୍କା ଦେଖାଦେଇଥିବାବେଳେ ଗୃହ କାର୍ଯ୍ୟ ଆରମ୍ଭ ରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ବି ଗୃହ ସରଗରମ ରହିଛି। କଟନୀ ଛଟନୀ ଏବଂ ଆଇନ ଶୃଙ୍ଖଳା ପ୍ରସଙ୍ଗ ନେଇ ବିରୋଧୀମାନେ ସରକାରଙ୍କୁ ଘେରିଛନ୍ତି। ଗୃହର ମଧ୍ୟଭାଗକୁ ଯାଇ ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପ୍ରବଳ ହୋହାଲ୍ଲା କରିଛନ୍ତି। ଯାହାକୁ ନେଇ ଆଜି ୧୨ଟା ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories