www.samajalive.in
Sunday, December 14, 2025
15.1 C
Bhubaneswar

ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର : ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ। ଆଜି ବି ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀଙ୍କ ପ୍ରବଳ ହୋହାଲ୍ଲା ଏବଂ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ବିଜେଡି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍‌ ତଳକୁ ଆସି ହୋହାଲ୍ଲା ଏବଂ ନାରାବାଜି କରିଥିଲେ।  ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ କରାଯାଇଥିଲା।

ବିଜେଡି ଗୃହ ଚଳାଇ ଦେଉନଥିବା ଅଭିଯୋଗରେ କଂଗ୍ରେସ ପ୍ରତିବାଦ କରିଥିଲା। କଂଗ୍ରେସ ସଦସ୍ୟମାନେ ନିଜ ଆସନରେ ଛିଡା ହୋଇ ପ୍ଲାକାର୍ଡ ଦେଖାଇଥିଲେ। ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ସତ୍ବେ ବିରୋଧୀମାନେ ଗୃହ କାର୍ଯ୍ୟ ଚାଲିବାକୁ ଦେଇନଥିଲେ। ମାତ୍ର ୨୧ ମିନିଟ୍ ପ୍ରଶ୍ନକାଳ ଚାଲିବା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories