www.samajalive.in
Sunday, December 7, 2025
13.1 C
Bhubaneswar

ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ: ଶୂନ୍ୟକାଳରେ ଉଠିବ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ

ଭୁବନେଶ୍ଵର: ଆଜି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ। ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ପ୍ରଶ୍ନକାଳ ରହିଛି। ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ କଂଗ୍ରେସ ସ୍ଵାଧିକାର ଭଙ୍ଗ ନୋଟିସ୍ ଆଣି ଗୃହରେ ସୋମବାର ହଟ୍ଟଗୋଳ କରିଥିବାରୁ ଆଜି(ମଙ୍ଗଳବାର) ଦଳର ଆଭିମୁଖ୍ୟ କଣ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି। ସେହିପରି ୨୦୨୪ ୨୫ ଆର୍ଥିକ ବଜେଟ୍ ଉପରେ ପୁର୍ନବାର ସାଧାରଣ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖା ଅନୁଦାନ ପାରିତ କରିବା ପାଇଁ ଗୃହର ସହଯୋଗ ଲୋଡିବେ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ। ଶୂନ୍ୟକାଳରେ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ମଧ୍ୟ ଗୃହରେ ଉଠିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories