www.samajalive.in
Monday, December 15, 2025
26.1 C
Bhubaneswar

ଆଜି କାମଚଳା ବଜେଟ

ଭୁବନେଶ୍ୱର: ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକବର୍ଷ ପ୍ରଥମ ଚାରିମାସ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୧ଲକ୍ଷ ୫ହଜାର କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିବେ । ୩୧ ତାରିଖରେ ଏହା ଉପରେ ବ୍ୟୟମଞ୍ଜୁରି ବିଧେୟକ ଆସିବ । ସୂଚନାଯୋଗ୍ୟ ଯେ ଗତ ରବିବାର ରାଜ୍ୟ ମନ୍ତ୍ରିପରିଷଦ ବୈଠକରେ ଆସନ୍ତା ଆର୍ଥିକବର୍ଷ ପାଇଁ ପ୍ରାୟ ୨ଲକ୍ଷ କୋଟି ଟଙ୍କାର ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି । ସେଥିରୁ ପ୍ରଥମ ଚାରିମାସ ପାଇଁ ୧ଲକ୍ଷ ୫ ହଜାର କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପିତ ହେବ। ଆଜି ଅପରାହ୍ଣ ଅଧିବେଶନରେ ବଜେଟ ଉପସ୍ଥାପନ କରାଯିବା ସୂଚନା ମିଳିଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories