www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଏଥିପାଇଁ ଆଜି ରାତ୍ର ପହଡଠାରୁ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ସେନାପଟା ଶେଷ ହେବା ପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପରାମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିକାନ୍ତି କରିଥାନ୍ତି । ଆସନ୍ତକାଲି ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୦୮ ସୁବାଷିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଦା ମୁରତି ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories