www.samajalive.in
Saturday, December 6, 2025
14.1 C
Bhubaneswar

ସାଢେ ୮ରେ ୩୮ ଟପିଲା ତାତି: ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ତାତିରୁ ନାହିଁ ନିସ୍ତାର। ସାଢେ ୮ଟା ସୁଦ୍ଧା ୩୮ ଡିଗ୍ରୀ ଟପିଲା ତାପମାତ୍ରା। ୩୮.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ତାଳଚେରରେ ୩୭.୮, ବାଲେଶ୍ଵରରେ ୩୬.୬, କେନ୍ଦୁଝରରେ ୩୬.୪, କଟକରେ ୩୫.୮, ଭଦ୍ରକ ଓ ରାଉରକେଲାରେ ୩୫ ଡିଗ୍ରୀ , ଭବାନୀପାଟଣାରେ ୩୪.୮ , ଭୁବନେଶ୍ଵର ଓ ଝାରସୁଗୁଡାରେ ୩୪.୬ ଡିଗ୍ରୀ, ହୀରାକୁଦରେ ୩୪.୪, ଚାନ୍ଦବାଲିରେ ୩୪.୨ , ବଲାଙ୍ଗୀରରେ ୩୪ ଡିଗ୍ରୀ , କେନ୍ଦ୍ରାପଡା ଓ ଅନୁଗୁଳରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories