www.samajalive.in
Monday, December 15, 2025
26.1 C
Bhubaneswar

ଦେଶରେ ଆଉ ୧,୨୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ଦେଶରେ ୧୫ ଶହ ତଳେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୨୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ କରୋନା ଦୈନିକ ସଂକ୍ରମଣ ଠାରୁ ସୁସ୍ଥତା ସଂଖ୍ୟା ବଢ଼ିବାରେ ମଧ୍ୟ ଲାଗିଛି ।  ଗତ ଗୋଟିଏ ଦିନରେ ୧,୫୯୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥତା ସଂଖ୍ୟ ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ମଧ୍ୟ ପାଇବାରେ ଲାଗିଛି । ଦେଶରେ ଏଯାଏ ମୋଟ୍‌ କରୋନା ସକ୍ରିୟ ମାମଲା ୧୪ ହଜାର ୩୦୪ ରହିଛି । କରୋନାକୁ ସମ୍ପୂର୍ଣ୍ଣ ଭାବେ ମାତ୍‌ ଦେବାକୁ ଏବେ ବି ଟିକାକରଣ କରାଯାଉଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories