www.samajalive.in
Friday, December 5, 2025
16.1 C
Bhubaneswar

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ସାରା ଦେଶରେ ଆଜି ବାପୁଙ୍କୁ ସ୍ମରଣ କରାଯାଉଛି ।  ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ରାଷ୍ଟ୍ରପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଶ୍ରଦ୍ଧାଞ୍ଜଳି ଦେବା ପୂର୍ବରୁ ମୋଦୀ ଏକ୍ସରେ ପୋଷ୍ଟ କରି ଲେଖିଥିଲେ ଯେ ଗାନ୍ଧୀ ଜୟନ୍ତୀ ହେଉଛି ପ୍ରିୟ ବାପୁଙ୍କ ଅସାଧାରଣ ଜୀବନକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ଦିନ । ତାଙ୍କ ଆଦର୍ଶ ମାନବ ଇତିହାସର ଗତିପଥକୁ ପରିବର୍ତ୍ତନ କରିଥିଲା । ସେ ଲୋକଙ୍କୁ ସଶକ୍ତ କରିବାର ଏକ ଅତ୍ୟାବଶ୍ୟକ ଉପାୟ ଭାବରେ ସେବା ଓ କରୁଣାର ଶକ୍ତିରେ ବିଶ୍ୱାସ କରୁଥିଲେ । ଏକ ବିକଶିତ ଭାରତ ଗଠନ ପାଇଁ ତାଙ୍‍କ ପଥ ଅନୁସରଣ କରି ଚାଲିବୁ  ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories