www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ଜାତୀୟ କ୍ରୀଡା ଦିବସ

ଭୁବନେଶ୍ଵର: ଆଜି ଜାତୀୟ କ୍ରୀଡା ଦିବସ। ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ। ଅଗଷ୍ଟ ୨୯ ତାରିଖକୁ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଉଛି। ଭାରତୀୟ  ଖେଳକୁ କିମ୍ବଦନ୍ତୀ ହକି ଖେଳାଳୀ ଧ୍ୟାନଚାନ୍ଦଙ୍କ ଅବଦାନକୁ ସମ୍ମାନ ଜଣାଇବା ଉର୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି। ଜାତୀୟ କ୍ରୀଡା ଦିବସ ଅବସରରେ ଖେଳ ଜଗତରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଖେଳାଳି ମାନଙ୍କୁ ବିଭିନ୍ନ ସମ୍ମାନରେ ସାମ୍ମାନୀତ କରାଯାଏ। ୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories