www.samajalive.in
Friday, December 5, 2025
23.1 C
Bhubaneswar

ଦକ୍ଷିଣ ଆଫ୍ରିକା ୪୮୯ରେ ସୀମିତ

ନୂଆଦିଲ୍ଲୀ: ଗୌହାଟୀ ବରସାପରା ଷ୍ଟାଡିୟମରେ ଖେଳା ଯାଉଥିବା ଦ୍ଵିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ମଜବୁତ ସ୍ଥିତିରେ ରହିଛି। ଦ୍ଵିତୀୟ ଦିନରେ ଦକ୍ଷିଣ ଆଫ୍ରିକା ୪୮୯ରେ ଅଲଆଉଟ୍ ହୋଇଛି। ମୁଥୁସାମି ଏବଂ ଜାନସେନଙ୍କ ୯୩ ରନ୍‌ର ବିସ୍ଫୋରକ ଇନିଂଶ ଶତକ କରିଛି। କୁଲଦୀପଙ୍କୁ ୪ ଓ୍ବିକେଟ୍ ଓ ଅନ୍ୟ ବୋଲରମାନେ ପ୍ରଭାବହୀନ ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ ଆଫ୍ରିକା ୧-୦ ରେ ଆଗୁଆ ଥିବାରୁ ଭାରତ ପାଇଁ ଏକ ବଡ ଚ୍ୟାଲେଞ୍ଜ ପାଲଟିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories