www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ଆସିବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ଆଜି (ଶୁକ୍ରବାର) ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନରେ ଏହା ବୋର୍ଡ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା ହେବ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ୍‌ ଓ୍ବେବ୍‌ସାଇଟ୍ www. bseodisha.ac.in , www.orissaresults.nic.in ରେ  ନିଜ ନିଜର ପରୀକ୍ଷା ଫଳ ଦେଖିପାରିବେ। ରୋଲ୍ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓ୍ବେସାଇଟ୍ ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ। ଏହାସହ ଏସଏମଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ତେବେ  ମାର୍ଚ୍ଚ ୧୯ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇଥିଲା। ୩୦ ଜିଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିବା ବେଳେ ୬୦୦ ସେଣ୍ଟରରେ ଲାଇଟ୍‌ ବ୍ୟବସ୍ଥା କରାଯାଇଥିଲା। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories