www.samajalive.in
Tuesday, December 9, 2025
16.1 C
Bhubaneswar

ବଢୁଛି ହୀରାକୁଦ ଜଳସ୍ତର, ପୁଣି ଖୋଲିଲା ଆଉ ଏକ ଗେଟ୍

ସମ୍ବଲପୁର : ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଜଳସ୍ତର ବୃଦ୍ଧି କାରଣରୁ ଜଳଭଣ୍ଡାରର ଆଉ ଏକ ଗେଟ୍ ଖୋଲାଯାଇଛି । ଆଜି ଆଉ ଏକ ଗେଟ୍ ଖୋଲାଯିବା ସହ ବର୍ତ୍ତମାନ ମୋଟ୍ ୮ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ହେଉଛି। ସୂଚନା ମୁତାବକ ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୦୮.୩୧ ଫୁଟ୍ ରହିଛି। ଅନ୍ୟପଟେ ଡ୍ୟାମ୍ ମଧ୍ୟକୁ ୧ଲକ୍ଷ ୪୮ ହଜାର ୧୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ଲକ୍ଷ ୨୦ ହଜାର ୭୯୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories