www.samajalive.in
Monday, December 8, 2025
13.1 C
Bhubaneswar

ଆଜି ଚୌରୀ ଚୌରା ଘଟଣାର ଶତବାର୍ଷିକୀ ଉତ୍ସବର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ :  ଉତ୍ତରପ୍ରଦେଶରେ’ ଐତିହାସିକ ଚୌରୀ ଚୌରା ଘଟଣାର ଶତବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ସରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ବର୍ଷେ ବ୍ୟାପି ଶତବାର୍ଷିକୀ ପାଳନ ଉତ୍ସବର ଶୁଭାରମ୍ଭ କରିବେ।
ଏହି ଉତ୍ସବରେ ମୋଦୀ ଚୌରୀ ଚୌରା ଘଟଣା ଉପରେ ଏକ ଡାକଟିକଟ ଉନ୍ମୋଚନ କରିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ରହିବେ। ଆଜି ରାଜ୍ୟବ୍ୟାପୀ ଉତ୍ସବ ପାଳନ କରାଯିବ। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶହୀଦମାନଙ୍କ ସମାଧିସ୍ଥଳୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ। ସ୍କୁଲ୍‍ ଛାତ୍ରଛାତ୍ରୀ, NSS ଓ NCC କ୍ୟାଡେଟ୍‍, ସ୍କାଉଟ୍‍ ଓ ଗାଇଡ୍‍ମାନେ ପ୍ରଭାତଫେରୀ କାର୍ଯ୍ୟକ୍ରମରେ ଭାଗ ନେବେ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories