www.samajalive.in
Sunday, December 7, 2025
14.1 C
Bhubaneswar

ଆହୁରି ୫ ଦିନ କାଳବୈଶାଖୀ ବ​‌ର୍ଷା !

ଭୁବନେଶ୍ବର : କାଳବୈଶାଖୀ ବର୍ଷା ଆଣିଛି ତାତିରୁ ଆଶ୍ଵସ୍ତି । ଆଜି ଉତ୍ତର ଓଡିଶାର ମୟୁରଭଞ୍ଜ, କେନ୍ଦୁଝର , ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ଆଜି ଟ୍ବିନ୍ ସିଟିରେ ଝଡ ବର୍ଷା ସମ୍ଭାବନା ରହିଛି। ୫ଦିନ ଯାଏଁ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ ତାପମାତ୍ରାରେ ସେତେଟା ବୃଦ୍ଧି ଘଟିବ ନାହିଁ। ଗତ ୨୪ ଘଣ୍ଟାରେ କୋରାପୁଟରେ ସର୍ବାଧିକ ୨୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories