www.samajalive.in
Saturday, December 6, 2025
15.1 C
Bhubaneswar

ସୃଷ୍ଟି ହେଲା ୨ଟି ଲଘୁଚାପ: ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ

ଭୁବନେଶ୍ଵର: ସୃଷ୍ଟି ହେଲା ଲଘୁଚାପ। ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନମାନ କରିଛି ପାଣିପାଗ ବିଭାଗ। ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories