www.samajalive.in
Friday, December 5, 2025
27.1 C
Bhubaneswar

କୋର୍ଟରେ ହାଜର ହେଲେ ରାଜା ଚକ୍ର

ବାଲେଶ୍ଵର:  କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର। ଆଜି ଇଓଡବ୍ଲୁ ରାଜାଙ୍କୁ ବାଲେଶ୍ଵର କୋର୍ଟରେ ହାଜର କରିଛି। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି। ତେବେ ଏହି ବେଆଇନ କାର୍ଯ୍ୟରେ ଆଉ କେଉଁମାନଙ୍କ ସମ୍ପୃକ୍ତ ରହିଛି, ସେନେଇ ଇଓଡବ୍ଲ୍ୟୁ ତଦନ୍ତକୁ ଜୋରଦାର୍‌ କରିଛି। ତେବେ ମାମଲାରେ ଆଗକୁ ଗିରଫ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣେ ଅଧିକାରୀ କହିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories