www.samajalive.in
Friday, December 5, 2025
26.1 C
Bhubaneswar

ଆଜି କ୍ୟାବିନେଟ ବୈଠକ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ ବୈଠକ ବସିବାକୁ ଯାଉଛି । ଏଥିରେ ସଂରକ୍ଷଣ ଓ ନିଯୁକ୍ତି ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ବିଶେଷକରି ଓବିସି କୋଟା, ମେଡିକାଲ ଓ ଇଞ୍ଜିନିୟରିଂରେ ନାମଲେଖା ସଂରକ୍ଷଣକୁ ନେଇ ପ୍ରସ୍ତାବ ଉପସ୍ଥାପନ ହୋଇପାରେ । ସେହିପରି ନିଯୁକ୍ତିଭିତ୍ତିକ ବୟସସୀମା କୋହଳ କରାଯିବା ସମ୍ଭାବନା ରହିଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories