www.samajalive.in
Wednesday, November 19, 2025
26.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ ବୈଠକ: କାଲି ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ରାତି ସାଢେ ୮ଟାରେ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଆସନ୍ତାକାଲି ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ । ତେଣୁ ଏହା ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ । ମୋହନ ସରକାରଙ୍କ ଏହା ତୃତୀୟ କ୍ୟାବିନେଟ ବୈଠକ ହେବାକୁ ଯାଉଛି । ପୂର୍ବରୁ ଦୁଇଟି କ୍ୟାବିନେଟ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

Hot this week

ପୁଣି ବଡ ଏନକାଉଣ୍ଟର : ୭ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ...

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

Related Articles

Popular Categories