www.samajalive.in
Monday, December 15, 2025
14.1 C
Bhubaneswar

୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ: ୫୦ରୁ ୬୦ କିମି ବେଗରେ ବହିପାରେ ପବନ

ଭୁବନେଶ୍ଵର: ବିଜୁଳି, ଘଡଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ଵର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲା। ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୪ ଘଣ୍ଟା ପାଇଁ ଏସବୁ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।  ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି। ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories