www.samajalive.in
Monday, December 15, 2025
16.1 C
Bhubaneswar

୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ !

ଭୁବନେଶ୍ଵର: ଆସୁଛି ବର୍ଷା। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଗୋଆ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଞ୍ଚଳରେ ଲୋ ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ। ପରେ ଅଧିକ ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories