www.samajalive.in
Sunday, December 7, 2025
23.1 C
Bhubaneswar

୧୩ରେ ପୁଣି ଏକ ଲଘୁଚାପ: ୧୫ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ଗଭୀର ଅବପାତ କ୍ରମଶଃ ଦୁର୍ବଳ ହୋଇ ଛତିଶଗଡ ମୁହାଁ ହୋଇଛି। ସେଠାରେ ଅଧିକ ଦୁର୍ବଳ ହୋଇ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଛତିଶଗଡ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଅବପାତ ଓଡିଶା ଅତିକ୍ରମ କରିବା ପୂର୍ବରୁ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ରାଜ୍ୟରେ ମୌସୁମୀ ନିମ୍ନଚାପ ରେଖା ସକ୍ରିୟ ଥିବାବେଳେ ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିପାରେ। ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡିର ଲାଞ୍ଜିଗଡରେ ସର୍ବାଧିକ ୨୩୧.୪ ମିମି ବର୍ଷା ରେକର୍ଡ ହୋଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories