www.samajalive.in
Friday, December 5, 2025
26.1 C
Bhubaneswar

୩ ଦିନ ପରେ କମିବ ତାତି: ୧୪ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର: ରବିବାର  ରାଜ୍ୟର ୧୪ ଜିଲ୍ଲାକୁ  କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି। ବରଗଡ, ସୁବର୍ଣ୍ଣପୁର , ସମ୍ବଲପୁର, ଝାରସୁଗୁଡା , ସୁନ୍ଦରଗଡ, ଦେବଗଡ , ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର , ଯାଜପୁର, କଟକ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରର ଗୋଟିଏରୁ ଦୁଇଟି  ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ  ଯାଏଁ କାଳବୈଶାଖୀର ପ୍ରଭାବ ରହିବ । ଆସନ୍ତା ୩ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ।  ରାତି ତାପମାତ୍ରା ଆସନ୍ତା ୪ଦିନ ଯାଏଁ  ବିଶେଷ ପରିବର୍ତ୍ତନ ହେବନାହିଁ। ଶନିବାର ବୌଦ୍ଧରେ ସବୁଠୁ ଅଧିକ ଦିନ ତାପମାତ୍ରା ୩୭.୭ ଡିଗ୍ରୀ ରେକର୍ଡ ହୋଇଥିଲା।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories