www.samajalive.in
Sunday, December 14, 2025
16.1 C
Bhubaneswar

କୋହଲା ପାଗ ସହ ହାଲୁକା ବର୍ଷା: ୧୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ପଶ୍ଚିମା ଝଡର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ପାଣିପାଗ ବିଭାଗର ସୂଚନା ଅନୁସାରେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର , ନୂଆପଡା ,  ବୌଦ୍ଧ , ସୋନପୁର, ବଲାଙ୍ଗୀର, ଅନୁଗୁଳ ଏବଂ ଦେବଗଡ ଜିଲ୍ଲାର ଅନେକ ସ୍ଥାନରେ ଝିପଝିପ ବର୍ଷା ହେଉଛି। ଭୁବନେଶ୍ଵର ଏବଂ କଟକରେ ହାଳୁକା ବର୍ଷା ସହ ମେଘୁଆ ପାଗ ରହିଥିବା ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ବିଜୁଳି ଓ ଘଡଘଡି ମାରୁଥିବାରୁ କିଛି ଘଣ୍ଟା ଘରୁ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ୧୪ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories